oom

ମହଖଣ୍ଡ ଗ୍ରାମରେ ବିଜେଡିର ପରିବାର ସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

କଂଟାବାଂଜି, (ଗୁରୁଦୟାଲ ହଂସ) : କଂଟାବାଂଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁରେକେଲା ବ୍ଲକ ମହଖଣ୍ଡ ଗ୍ରାମରେ ବିଜେଡି ପକ୍ଷରୁ ପରିବାର ସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଂଟାବାଂଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଜେଡିର ବିଧାୟକ ପ୍ରାର୍ଥୀ ଅଜୟ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରାକରଙ୍କ ଜନହିତକର ଯୋଜନା ଗୁଡିକ କିପରି ଲୋକେ ପାଇ ପାରିବେ ସେ ଉପରେ ଉପସ୍ଥିତ ଗ୍ରାମବାସୀଙ୍କ ସହିତ ବିଧାୟକ ପ୍ରାର୍ଥୀ ଶ୍ରୀ ଦାଶ ଆଲୋଚନା କରିଥିଲେ ।

jittmm
Leave A Reply

Your email address will not be published.