jayashree

ବିଦେଶରେ ନିଜ ମାଟିର ଲୋକଙ୍କୁ ଭେଟି ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଦେଶ ଗସ୍ତରେ ଯାଇଥିବା ବେଳେ ବିଦେଶରେ ନିଜ ମାଟିର ଲୋକଙ୍କୁ ଦେଖି ଖୁସି ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଦେଶରେ ନିଜ ମାଟିର ଲୋକଙ୍କୁ ଭେଟିବାର ମୂହୁର୍ତ୍ତ ବେଶ ସ୍ଵତନ୍ତ୍ର । ୟୁରୋପର ବିଭିନ୍ନ ଦେଶରେ ଥିବା ଓଡ଼ିଆଙ୍କ ସହ ରୋମରେ ମିଶିଲି । ଓଡ଼ିଶାରେ ଜାରି ରହିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟ ନେଇ ସେମାନେ ଅବଗତ ଥିବା ଏବଂ ଗର୍ବ ଅନୁଭବ କରୁଥିବା ଜାଣି ଖୁସି ହେଲି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.