ସିକାଛିଡ଼ା ଛକ ନିକଟରେ ୨ ବାଇକ ମୁହାଁମୁହିଁ ଧକ୍କା : ଦୁଇ ମୃତ, ଦୁଇ ଗୁରୁତର

ଦେଓଗାଁ, (ମନୀଷ କୁମାର ସାହୁ) : ଶନିବାର ସନ୍ଧ୍ୟାରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ କୁଡ଼ାସିଂହା – ସିନଖମନ ରାସ୍ତାର ସିକାଛିଡ଼ା ଛକରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇ ଭୀମଭୋଇ ମେଡ଼ିକାଲ କଲେଜ ହସ୍ପିଟାଲ ବଲାଙ୍ଗିରରେ ଚିକିତ୍ସିତ ହେଉଥିବା ଜଣାପଡିଛି ।

Leave A Reply

Your email address will not be published.