jayashree

ମାଲଗାଡି ଟ୍ରେନ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ

ରେଙ୍ଗାଲି : ସମ୍ବଲପୁର-ଝାରସୁଗୁଡ଼ା ରେଳପଥ ଷ୍ଟେସନ ପାଖରେ ଆଜି ଏକ ମାଲଗାଡୀ ଧକ୍କାରେ ଜଣେ ଅଜଣା ମହିଳାଙ୍କ ମୃତ୍ୟ ହୋଇଛି । ମୃତ ମହିଳାଙ୍କ ବୟସ ପ୍ରାୟ ୫୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ରେଳବାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କଲାପରେ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.