ରାଜ୍ୟସ୍ତରୀୟ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ପୁରୀରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହୋଇଛି । ଗୁଣ୍ଡିଚା ମନ୍ଦିର ନିକଟରେ ପଲ୍ଲିଶ୍ରୀ ମେଳା ପରିସରରେ ଆୟୋଜିତ ଏହି ପ୍ରଦର୍ଶନୀକୁ ବିଭାଗୀୟ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଉଦ୍‌ଘାଟନ କରିଛନ୍ତି । ଏହା ଆସନ୍ତା ବାହୁଡା ଯାତ୍ରା ଯାଏଁ ଏହା ଖୋଲାରହିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.