ବିଦ୍ୟୁତ୍‌ ଆଘାତରେ ଚାଲିଗଲା କର୍ମଚାରୀଙ୍କ ଜୀବନ

ହିନ୍ଦୋଳ : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏନ୍‌ଏସି ଅନ୍ତର୍ଗତ ଚରଣପୁରରେ ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି କାର୍ଯ୍ୟ କରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସେ ହେଲେ ସୁକାନ୍ତ ସାହୁ (୩୫) । ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ ଦାବୀରେ ଗ୍ରାମବାସୀ ହିନ୍ଦୋଳ-ଗୁଡିଆକାଟେଣୀ ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.