ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ‘ଏ ଏସ୍’ ସିରିଜ୍ ଉଠାଣ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ସ୍ୱଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ, ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ‘ଏ ଏସ୍’ ସିରିଜ୍ ଉଠାଣ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପ୍ରତ୍ୟେକ ବ୍ୟକ୍ତି ପାଇଁ ସଞ୍ଚୟର ଆବଶ୍ୟକତା ଅଛି ବୋଲି ନିଜ ମତରେ ପ୍ରକାଶ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.