ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ କାର୍ଯ୍ୟକ୍ରମ ଆୟୋଜନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଗଂମଚରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ କାର୍ଯ୍ୟକ୍ରମ ଆୟୋଜନ ହେଉଅଛି । ସେହିପରି ବିଭାଗ ପକ୍ଷରୁ ବିଭିନ୍ନ ସୂଚନା କେନ୍ଦ୍ରରେ ପାଲା, ଦାସକାଠିଆ ଓ ଲୋକ ନୃତ୍ୟ ପରିବେଷଣ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.