pr

ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପିଏଚସି ଏବଂ ସିଏଚସିଠାରେ କୋଭିଡ କେୟାର ସେଣ୍ଟର ନିର୍ମାଣ ଚାଲୁଥିବା ନେଇ ଜିଲ୍ଲାପାଳଙ୍କ ସୂଚନା

dr. purohit

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ସଜାଗ ରହିବା ପାଇଁ ସରକାର ତରଫରୁ କୁହାଯାଇଥିବା ବେଳେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ପିଏଚସି ଏବଂ ସିଏଚସିଠାରେ ୬ଟି ଶଯ୍ୟା ବିଶିଷ୍ଟ କୋଭିଡ଼ କେୟାର ସେଣ୍ଟର ନିର୍ମାଣ ଚାଲିଥିବା ନେଇ ଜିଲ୍ଲାପାଳ ଚଞ୍ଚଳ ରାଣା ଏନେଇ ସୂଚନା ଦେଇଛନ୍ତି । ଏଥିପାଇଁ ତଥା ଜିଲ୍ଲା ପ୍ରଶାସନର ଏହି ଆଗୁଆ ପଦକ୍ଷେପ ପାଇଁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି ।

nrusinghnath
Leave A Reply

Your email address will not be published.