ସାଲେପାଲି ମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାଲେପାଲିରେ ତିନି ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ବେଶକୁ ଦର୍ଶନ କରିବା ପାଇଁ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା ।

Leave A Reply

Your email address will not be published.