ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସ୍ଥିତିରେ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ନିଶ୍ଚୟ ମାସ୍କ ପିନ୍ଧନ୍ତୁ । ସମସ୍ତଙ୍କ ସୁରକ୍ଷା ପାଇଁ ସାମାଜିକ ଦୂରତା ରକ୍ଷା, ସାବୁନ ଓ ପାଣିରେ ହାତ ଭଲ କରି ଧୋଇବା ସହ କୋଭିଡ-୧୯ ନିୟମର କଡ଼ା ଅନୁପାଳନ କରନ୍ତୁ । ସତର୍କ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.