ରଥଯାତ୍ରାରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ପାଦନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ପାଦନ କରାଯାଇଛି । ଡିଡି ଓଡିଆ ସହଯୋଗରେ ସ୍ନାନଯାତ୍ରାଠାରୁ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମର ସିଧାପ୍ରସାରଣ କରାଯାଇଥିଲା । ୧୧ଟି ସ୍ଥାନରେ ସୂଚନାକେନ୍ଦ୍ର ଖୋଲାଯାଇ ଶ୍ରଦ୍ଧାଳୁମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.