ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରମାନଙ୍କ ଅସୁବିଧା ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୟୁକ୍ରେନ୍ ଓ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ୟୁକ୍ରେନ୍‌ର ବିଭିନ୍ନ ମେଡିକାଲ୍ କଲେଜରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କର ପାଠପଢା ପ୍ରଭାବିତ ହୋଇଥିଲା । ଛାତ୍ରଛାତ୍ରୀମାନଙ୍କ ଅସୁବିଧା ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ତାଙ୍କର ଦୃଷ୍ଟି ଆକର୍ଷଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ତଥ୍ୟ ନିମ୍ନରେ ଦିଆଗଲା ;

Leave A Reply

Your email address will not be published.