୪୪ତମ ଚେସ୍ ଅଲିମ୍ପିଆଡ ଟର୍ଚ୍ଚ ରିଲେକୁ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସ୍ୱାଗତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୪୪ତମ ଚେସ୍ ଅଲିମ୍ପିଆଡ ଟର୍ଚ୍ଚ ରିଲେକୁ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବା ସହ ଦେଶରେ ଏପରି ଆନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ ହେବା ଗର୍ବର ବିଷୟ ବୋଲି କହିଛନ୍ତି । ଏହି ଅବସରରେ ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଓଡ଼ିଶାର ସମସ୍ତ ଖେଳାଳିଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.