ମଣିପୁରରେ ଭୂକମ୍ପ ଅନୁଭୂତ

ଇମ୍ଫାଲ : ମଣିପୁରରେ ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଥିବା ବେଳେ ଏହାର ଗଭୀରତା ୯୪ କିମି ରହିଥିଲା । ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ଘଟିଥିବାର କିଛି ସୂଚନା ମିଳିନାହିଁ ।

Leave A Reply

Your email address will not be published.