ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ଡୁଡୁକା ଗ୍ରା.ପରୁ ୧ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୮, ୧୮, ୨୧, ୬ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ୱାର୍ଡ ନଂ.୭ରୁ ୨ ଜଣ, ଲୋଇସିଂହା ବ୍ଲକ ଲୋଇସିଂହା ଗ୍ରା.ପରୁ ୨ ଜଣ, ଟିଟିଲାଗଡ ବ୍ଲକ ମଣିଗାଁରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.