କଣ୍ଟାବାଞ୍ଜି ବୈଷୟିକ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ସ୍ଥାନୀୟ କଣ୍ଟାବାଞ୍ଜି ବୈଷୟିକ ମହାବିଦ୍ୟାଳୟରେ ସ୍ନାତକୋତ୍ତର ଓଡିଆ ବିଭାଗର ଶେଷ ବର୍ଷର ଛାତ୍ରଛାତ୍ରୀ ମାନଙ୍କର ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କଲେଜର ସ୍ନାତ୍ତକୋତ୍ତର ଓଡ଼ିଆ ବିଭାଗର ଅଧ୍ୟାପକ ଡ଼ ସଞ୍ଜୟ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ବେଳେ କଲେଜର ଅଧ୍ୟକ୍ଷ ସତ୍ୟବ୍ରତ ମିଶ୍ର, ପ୍ରଭାସିନୀ ରାଉତରାୟ, କ୍ଷୀରୋଦ୍ର ମେହେର ପ୍ରମୁଖ ମଞ୍ଚାସୀନ ଥିଲେ ।

Leave A Reply

Your email address will not be published.

error: Content is protected !!