ରାଜ୍ୟର ସମସ୍ତ ରୂପାନ୍ତରିତ ବିଦ୍ୟାଳୟରେ ହେବ ଇଣ୍ଟରନେଟ୍ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ସମସ୍ତ ରୂପାନ୍ତରିତ ବିଦ୍ୟାଳୟରେ ଇଣ୍ଟରନେଟ୍ ବ୍ୟବସ୍ଥା ଲାଗୁ କରାଯିବ । ୩ ଶହଟି ହାଇସ୍କୁଲରେ ଖୁବ୍‌ଶୀଘ୍ର ଆକାଂକ୍ଷା କାର୍ଯ୍ୟକ୍ରମ ଆରମ୍ଭ କରାଯିବ । ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବା ପାଇଁ ମୋ ସ୍କୁଲ ଅଭିଯାନରେ ମୋବାଇଲ୍ ସାଇନ୍ସ ଏକ୍‌ଜିବିସନ୍ ଆୟୋଜନ କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.