ଲାପ୍‌ଟପ୍‌ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇବା ପାଇଁ ଆବେଦନର ଅବଧି ବୃଦ୍ଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ‘ବିଜୁ ଯୁବ ସଶକ୍ତିକରଣ ଯୋଜନା, ୨୦୨୧’ ଅଧୀନରେ ଲାପ୍‌ଟପ୍‌ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇବା ପାଇଁ ଆବେଦନର ଅବଧିକୁ ତା୧୫.୦୮.୨୦୨୨ରିଖକୁ ବୃଦ୍ଧି କରାଯାଇଛି । ଏପର୍ଯ୍ୟନ୍ତ ଆବେଦନ କରି ପାରି ନଥିବା ଯୋଗ୍ୟ ଛାତ୍ରଛାତ୍ରୀମାନେ ଏହି ସମୟ ମଧ୍ୟରେ ଆବେଦନ କରିବାକୁ ଅନୁରୋଧ ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!