ତୁଷୁରା ପେକ୍ସର ବୈଠକ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ପେକ୍ସରେ ନିର୍ବାଚିତ ସମସ୍ତ ୧୫ ଜଣ ନିର୍ଦ୍ଦେଶକଙ୍କୁ ନେଇ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ଶ୍ରୀକାନ୍ତ ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । ଏହି ଅବସରରେ ନବନିର୍ବାଚିତ ନିର୍ଦ୍ଦେଶକମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଶେଷରେ ସମ୍ପାଦକ ଶୁଭେନ୍ଦୁ ପ୍ରକାଶ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.