ନଅଗାଁରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ନଅଗାଁସ୍ଥିତ ଅବକାରୀ କାର୍ୟ୍ୟାଳୟ ସାମନା ପୋଖରୀ କହର ଏକ ଗଛରୁ ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣକ ନଅଗାଁ ଗ୍ରାମର ବଳ ଦୀପ ବୋଲି ଜଣାପଡିଛି । ଖବର ପାଇ ତୁଷୁରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

Leave A Reply

Your email address will not be published.