ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପିଟିଲା ମହିନ୍ଦ୍ରା ଜାଇଲୋ : ୪ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ପୁଇଁନ୍ତାଲାଠାରେ ଏକ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ସୂଚନା ଅନୁସାରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ସୋନପୁର ପଟୁ ଆସୁଥିବା ମହିନ୍ଦ୍ରା ଜାଇଲୋ ବୋଲେରୋ ଗାଡ଼ିଟି ପଛ ପଟୁ ଧକ୍କା ଦେଇଥିଲା, ଫଳରେ ଗାଡ଼ିରେ ବସିଥିବା ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡିଛି ।

Leave A Reply

Your email address will not be published.