କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ବିନା କୌଣସି ସୁଧରେ ଋଣ ପ୍ରଦାନ ନିମନ୍ତେ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ବିନା କୌଣସି ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ କୃଷି ଋଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଉଭୟ ଖରିଫ ଓ ରବି ଫସଲ ଋତୁ ପୂର୍ବରୁ ମିଳିବାକୁ ଥିବା ଏହି ଋଣ ବ୍ୟବସ୍ଥା ଦ୍ୱାରା ରାଜ୍ୟର ୩୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବାକୁ ଯାଉଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.