ପୁରୀରେ ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଖୋଲାଯାଉଛି ରଥ । ବିଶ୍ଵକର୍ମା ମହାରଣାଙ୍କ ତତ୍ତ୍ଵାବଧାନରେ ଭୋଇ ସେବକମାନେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଖୋଲିବା କାର୍ଯ୍ୟ ଆରମ୍ଭ କରିଛନ୍ତି । ଏହାପରେ ତାଳଧ୍ଵଜ ଓ ପରେ ନନ୍ଦିଘୋଷ ରଥର ଖୋଲିବା କାର୍ଯ୍ୟ କରାଯିବ । ସେପଟେ ରବିବାରଠୁ ରଥ ଖୋଲା କାର୍ଯ୍ୟ ଆରମ୍ଭ ହେବାକୁ ଦୃଷ୍ଟିରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.