ଆଜି ଶ୍ରାବଣ ଦ୍ୱିତୀୟ ସୋମବାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଶ୍ରାବଣର ଦ୍ୱିତୀୟ ସୋମବାର । କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା ଧ୍ୱନିରେ ପ୍ରକମ୍ପିତ ହୋଇଛି ବିଭିନ୍ନ ଶୈବପୀଠ । ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତ ବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା । ପାଣି ଢ଼ାଳିବା ପାଇଁ ଶିବ ଭକ୍ତମାନେ ବଡ଼ ଉତ୍ସାହର ସହ ଶୈବପୀଠକୁ ଯାତ୍ରା କରିଛନ୍ତି ।

Leave A Reply

Your email address will not be published.