ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆଜି ଅର୍ଥାତ୍ ୨୭ ଜୁଲାଇ, ୨୦୨୨ରେ ପ୍ରକାଶ ପାଇବ । ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି । ଅପରାହ୍ନ ୪ଟା ବେଳେ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.