ଆଜି ବିଶ୍ୱ ବ୍ୟାଘ୍ର୍ୟ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ବିଶ୍ୱ ବ୍ୟାଘ୍ର୍ୟ ଦିବସ । ଜଙ୍ଗଲ ରାଜାର ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଜୁଲାଇ ୨୯ ତାରିଖକୁ ଏହି ଦିବସ ଭାବେ ପାଳନ କରାଯାଉଛି । ସାରା ବିଶ୍ୱରେ ଦିନକୁ ଦିନ ବାଘଙ୍କ ସଂଖ୍ୟା ହ୍ରାସ ପାଉଛି । ବିଶ୍ୱର ବାଘ ସଂଖ୍ୟାର ୭୦ ପ୍ରତିଶତ ଭାରତରେ ଅଛନ୍ତି । ଶିକାରୀଙ୍କୁ ରୋକିବା ସହ ବାଘଙ୍କ ପାଇଁ ପ୍ରାକୃତିକ ଆବାସସ୍ଥଳୀକୁ ସୁରକ୍ଷିତ ରଖିବା ଏହି ଦିବସର ମୂଳ ଲକ୍ଷ୍ୟ ।

Leave A Reply

Your email address will not be published.