ପୁସ୍ତକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

କ.ନୂଆଗାଁ : କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ କୁଡୁତୁଳି ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ପୁସ୍ତକ ବିତରଣ କାର୍ଯ୍ୟର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁଡୁତୁଳି ପଞ୍ଚାୟତ ନୂତନ ସରପଞ୍ଚ ଶ୍ରୀଚନ୍ଦ୍ର ମଲ୍ଲୀକ ଯୋଗ ଦେଇ ପ୍ରଥମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣାରେ ପୁସ୍ତକ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍କୁଲ୍ ସଭାପତି ସୁଜିତ ବେହର ଦଳାଇ, ପ୍ରଧାନ ଶିକ୍ଷୟିତ୍ରୀ କ଼ୁମାରୀ ପୁନମ୍ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.