ଏସ୍‌ପି ଅଫିସରେ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଏସ୍‌ପି ଅଫିସ ପରିସରରେ ୭୬ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବଲାଙ୍ଗିର ଏସ୍‌ପି ନୀତିନ କୁଶଲକର ଜାତୀୟ ପତକାକୁ ଉତ୍ତୋଳନ କରିଥିବା ବେଳେ ଜିଲ୍ଲା ପୋଲିସର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.