ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୧୫ ଅଗଷ୍ଟ, ୨୦୨୨ଠାରୁ ଅକ୍ଟୋବର ୨ ଗାନ୍ଧୀଜୟନ୍ତୀ ପର୍ଯ୍ୟନ୍ତ ଓଡ଼ିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରୁ ଆରମ୍ଭ ହେବ ଅଂହିସା ରଥ ପରିକ୍ରମାର ଶୁଭାରମ୍ଭ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.