ବନ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାଣୀଧନ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବନ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାଣୀଧନ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ହିତାଧିକାରୀଙ୍କୁ ଗୋଖାଦ୍ୟ ବଣ୍ଟନ କରାଯାଉଛି । ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ପ୍ରାଣୀସଂପଦ ସ୍ୱାସ୍ଥ୍ୟର ଯତ୍ନ ପାଇଁ ପଦକ୍ଷେପ ନିଆଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.