ଗାଇସିଲେଟ ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ୬୦ ଜଣ ପୁରୁଷ ଓ ମହିଳା ସେମାନଙ୍କ ଅଭିଯୋଗ ଜିଲ୍ଲାପାଳ ଓ ଏସ୍‌ପିଙ୍କ ଠାରେ କରିଥିଲେ । ଏଥିରେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.