ପୁରେନା ସ୍କୁଲରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ବରତୁଣ୍ତା ଗ୍ରାମ ପଞ୍ଚାୟତ ପୁରେନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଝରଣା ଦାସ, ସ୍କୁଲ ପରିଚାଳନା କମିଟି ସଭାପତି ଓମ୍‌ ପ୍ରକାଶ ସୁନାନୀ, ସ୍କୁଲ ଶିକ୍ଷୟତ୍ରୀ ତିଳୋତ୍ତମା ନାଗ, ଲିପସା ସାହୁଙ୍କ ଉପସ୍ଥିତରେ ୧୦୫ ଜଣ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା । ସରକାରଙ୍କ ଯୋଜନା ଅନୁଯାୟୀ ପ୍ରତ୍ୟେକ ସ୍କୁଲରେ ଖାଦ୍ୟ ଓ ପୋଷାକ ପ୍ରତିବର୍ଷ ଛାତ୍ରଛାତ୍ରୀମାନଙ୍କୁ ଯୋଗଇ ଦିଆଯାଉଛି । ସ୍କୁଲର ଶିକ୍ଷା ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ସରକାରଙ୍କ ଯୋଜନାକୁ ସଫଳ କରାଯାଉଛି ବୋଲି ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଦାସ ମତବ୍ୟକ୍ତ କରିଥିଲେ ।

jittmm
Leave A Reply

Your email address will not be published.