oom

ବିଜେଡି ପକ୍ଷରୁ ରମ୍ଭା ସହରରେ ବୃକ୍ଷ ରୋପଣ

jsmm

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଜୁ ଜନତା ଦଳର ପ୍ରତିଷ୍ଠା ହେବାର ୨୫ ବର୍ଷ ପୂର୍ତ୍ତି ଅବସରରେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ରମ୍ଭା ସହରର ବିଭିନ୍ନ ଖାଲିସ୍ଥାନରେ ଯୁବ ଏବଂ ଛାତ୍ର ବିଜେଡି ଦଳ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରି ଅନ୍ୟମାନଙ୍କୁ ଉତ୍ସାହିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଯୁବ ବିଜେଡି ସଭାପତି ଭବାନୀ କାନ୍ତ ସାହୁ ଜିଲ୍ଲା ଛାତ୍ର ସଭାପତି ପ୍ରଶାନ୍ତ ପଣ୍ଡା ଏବଂ ଯୁବ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନେ ଯୋଗଦାନ କରିଥିଲେ ।

jittmm
Leave A Reply

Your email address will not be published.