ଶାନ୍ତିପଡା ସ୍ଥିତ ୧୮୯ ବାଟାଲିୟନ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତିପଡା ୧୮୯ ବାଟାଲିୟନ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସହରର ବିଭିନ୍ନ ସ୍କୁଲର କୃତି ପ୍ରତିଯୋଗୀମାନଙ୍କୁ ଏହି ମଞ୍ଚରେ ଜିଲ୍ଲାପାଳ ଶ୍ରୀ ରାଣା ଓ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ପୁରସ୍କୃତ କରିଥିଲେ ।

Leave A Reply

Your email address will not be published.