କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ସାଂସ୍କୃତିକ ବିଭବ ଦେଖିବାକୁ ମିଳିଛି । ସେହିପରି କେନ୍ଦୁଝର ପୌରାଞ୍ଚଳରେ ଏକ ବିଶାଳ ପଦଯାତ୍ରା ଆୟୋଜିତ ହୋଇଥିଲା । ହଜାର ହଜାର ଛାତ୍ରଛାତ୍ରୀ ଓ ସ୍ଥାନୀୟ ଜନସାଧାରଣ ଏଥିରେ ଅଂଶଗ୍ରହଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.