ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ କରି ଭତ୍ରାସିଉନୀଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଏଥିରେ ପ୍ରେରଣାପ୍ରଦ ଦେଶାତ୍ମବୋଧକ ନୃତ୍ୟ ଓ ନାଟକ ପରିବେଷଣ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.