ଜାତୀୟ ଜଙ୍ଗଲ ଶହୀଦ ଦିବସ ଅବସରରେ ବନବାହିନୀ ଶହୀଦ ସ୍ମାରକ ଉନ୍ମୋଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାତୀୟ ଜଙ୍ଗଲ ଶହୀଦ ଦିବସ ଅବସରରେ ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ସମୟରେ ପ୍ରାଣ ହରାଇଥିବା ଅମର ଶହୀଦଙ୍କ ସ୍ମୃତି ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ବନବାହିନୀ ଶହୀଦ ସ୍ମାରକ ଉନ୍ମୋଚିତ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଉଦ୍ଭିଦ ସମ୍ବଳ କେନ୍ଦ୍ର ପରିସରରେ ବନ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହି ସ୍ମାରକ ଉନ୍ମୋଚନ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.