ପୁରୀରେ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀମାନଙ୍କ ସହାୟତା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀରେ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀମାନଙ୍କ ରହଣୀ, ଜଗନ୍ନାଥ ଦର୍ଶନ ଓ ମହାପ୍ରସାଦ ସେବନ ଇତ୍ୟାଦି ସହାୟତା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯିବା ନେଇ ସୂଚନା ରହିଛି । ଆଗ୍ରହୀ ହବିଷ୍ୟାଳୀମାନେ ସେପ୍ଟେମ୍ବର ୧୩ରୁ ୨୯ ତାରିଖ ମଧ୍ୟରେ ନିଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମ ପଞ୍ଜିକରଣ କରିବାକୁ କୁହାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ବିବରଣୀ ପାଇଁ ଯୋଗାଯୋଗ କରନ୍ତୁ :

Leave A Reply

Your email address will not be published.