ଚଳିତ ଆର୍ଥିକ ବର୍ଷରେ ଓଡ଼ିଶାରେ ୩୦୦ ବିଜୁ ସେତୁ ନିର୍ମାଣ ଲକ୍ଷ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଆର୍ଥିକ ବର୍ଷରେ ଓଡ଼ିଶାରେ ୩୦୦ ବିଜୁ ସେତୁ ନିର୍ମାଣ ଲକ୍ଷ୍ୟ ରଖାଯାଇଛି । ଲକ୍ଷ୍ୟ ହାସଲ ନିମନ୍ତେ ଗତକାଲି RDOdish ମନ୍ତ୍ରୀ ପ୍ରିତିରଞ୍ଜନ ଘଡାଇ ଏକ ବୈଠକରେ ସମୀକ୍ଷା କରିଥିଲେ । ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ନିର୍ଦ୍ଧାରିତ ସମୟରେ ଟିମ୍‌ ସ୍ପିରିଟ୍‌ ମନୋଭାବରେ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!