oom

ହିନ୍ଦୀ ଦିବସ ଓ ପକ୍ଷ ପାଳିତ

jsmm

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଗୁରୁକୁଳ ସଂକୃତି ମହାବିଦ୍ୟାଳୟ ଚକାପାଦଠାରେ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ହିନ୍ଦୀ ଦିବସ ଓ ପକ୍ଷ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଗୁରୁକୁଳ ସଂକୃତ ମହାବିଦ୍ୟାଳୟର ଅଧ୍ୟକ୍ଷ ପଦ୍ମନାଭ ଦିଗାଲ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସାହିତ୍ୟ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ମିଶ୍ର, ଓଡ଼ିଆ ଅଧ୍ୟାପକ ତପନ କୁମାର ପ୍ରଧାନ ଏବଂ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ସ୍ୱେଚ୍ଛାସେବୀ, ସୁଭଦ୍ରା ମଲ୍ଲିକ, ରୀତିମା ବାଘ, ଚନ୍ଦନ ପୃଷ୍ଟି ପ୍ରମୁଖ ଯୋଗ ଦେଇଥିଲେ । ଶୁକ୍ଳମ୍ବର ନାୟକ ଧନ୍ୟବାଦ ଦେଇଥିଲେ ।

jittmm
Leave A Reply

Your email address will not be published.