ବ୍ୟାସନଗର ପୌରପାଳିକା ଅଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଯାଜପୁର ଜିଲ୍ଲା ବ୍ୟାସନଗର ପୌରପାଳିକା ଅଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ସାମିଲ ହେଲେ ହଜାର ହଜାର ଛାତ୍ରଛାତ୍ରୀ । ବନ୍ଦେ ଉତ୍କଳ ଜନନୀ ସଙ୍ଗୀତରେ ତାଳେ ତାଳେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ ଏକ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କ ସମେତ ଏସ୍ଏଚ୍‌ଜି ସଦସ୍ୟ ଏବଂ ସ୍ଥାନୀୟ ନାଗରିକ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.