ଆଣ୍ଡାମାନରେ ଭୂକମ୍ପ

ନୂଆଦିଲ୍ଲୀ : ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶୁକ୍ରବାର ରାତି ୨ଟା ୩୦ ସମୟରେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । ଏହାର ରିକ୍ଟର ସ୍କେଲ୍‌ର ତୀବ୍ରତା ୬.୧ ରେକର୍ଡ କରାଯାଇଛି । ଏନେଇ ନ୍ୟାସନାଲ୍‌ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଅଯାଇଛି । ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି ।

Leave A Reply

Your email address will not be published.