ଆଠଗଡ ବ୍ଲକର ବିଭିନ୍ନ ସ୍ଥାନରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆଠଗଡ ବ୍ଲକର ବିଭିନ୍ନ ସ୍ଥାନରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ବିଶାଳ ଜନ ସମାଗମ ଦେଖିବାକୁ ମିଳିଥିଲା । କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏହି ସମାବେଶରେ ସକ୍ରିୟ ଯୋଗଦାନ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ । ଏନେଇ ରାଜ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!