ଅଳକାଶ୍ରମଠାରୁ ପବିତ୍ର ମାଟି ସଂଗ୍ରହ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀମାନଙ୍କର ଏନ୍ତୁଡିଶାଳ ଅଳକାଶ୍ରମଠାରୁ ପବିତ୍ର ମାଟି ସଂଗ୍ରହ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ପୌର ପରିଷଦ ଅଧ୍ୟକ୍ଷାଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ଏବଂ ସଂକୀର୍ତ୍ତନ ମଣ୍ଡଳୀ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭିଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.