ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ଆଜି ସକାଳ ୯ଟା ୩୦ ମିନିଟରେ ବିଧାନସଭା ପ୍ରାଙ୍ଗଣ ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ । ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସମେତ ବହୁ ବିଶିଷ୍ଟ ଅତିଥି ଉପସ୍ଥିତ ରହିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!