csstore

ଗାନ୍ଧୀ ଜୟନ୍ତୀ ଅବସରରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ତମ ବାର୍ଷିକୀ ଅବସରରେ ସମସ୍ତ ଭାରତବାସୀ ଗାନ୍ଧୀ ଜୟନ୍ତୀ ପାଳନ କରୁଛନ୍ତି । ଏହି ଅବସରରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମା, ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ର ଛାତ୍ରୀମାନେ ବଲାଙ୍ଗିର ଭାଗୀରଥି ଛକ ନିକଟସ୍ଥ ଡିଆର୍‌ଡିଏ କାର୍ୟ୍ୟଳୟ ସମ୍ମୁଖରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

jayashree
Leave A Reply

Your email address will not be published.