ବୃକ୍ଷ ରୋପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଅଶ୍ୱତଥ୍‌ ବୃକ୍ଷକୁ ଶାନ୍ତି, ସ୍ବାଧୀନତା ଓ ଅହିଂସାର ପ୍ରତୀକ ଭାବେ ଦର୍ଶାଇ ଏହା ଆମ ସାମାଜିକ ଓ ସାଂସ୍କୃତିକ ଜୀବନର ସାକ୍ଷୀ ବୋଲି କହିଛନ୍ତି । ଗାନ୍ଧିଜୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ପାଇଁ ଶକ୍ତିଶାଳୀ ଯୋଗଦାନ ରଖିବାକୁ ସେ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.