ଦେଓଗାଁ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ସମ୍ମୁଖରେ ସଡକ ଦୁର୍ଘଟଣା

ଦେଓଗାଁ, (ମନୀଷ କୁମାର ସାହୁ) : ସ୍ଥାନୀୟ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଏକ ସଡକ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ସୂଚନା ଅନୁସାରେ, ଗତକାଲି ଏକ ଡିଜେଲ ଟ୍ୟାଙ୍କରକୁ ଏକ ଟ୍ରକ ପଛପଟୁ ଧକ୍କା ଦେଇଥିବା ବେଳେ ଡିଜେଲ ଟ୍ୟାଙ୍କରର ଡ୍ରାଇଭର ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲ ଠାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.