ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ନିମନ୍ତେ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ ଭାବେ ରାସ୍ତାପାର୍ଶ୍ବ ସୁବିଧା କେନ୍ଦ୍ର ଗୁଡିକର ଉତ୍ତମ ପରିଚାଳନା ଓ ରକ୍ଷଣାବେକ୍ଷଣ ସୁନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସଂପ୍ରତି ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ୮୪ଟି ରାସ୍ତାପାର୍ଶ୍ବ ସୁବିଧା କେନ୍ଦ୍ର ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!